Home / ଆମ ଓଡ଼ିଶା / ଓଡ଼ିଶା ପୋଲିସର ୯୧ତମ ପ୍ରତିଷ୍ଠା ଦିବସ

ଓଡ଼ିଶା ପୋଲିସର ୯୧ତମ ପ୍ରତିଷ୍ଠା ଦିବସ

Odisha Police Day NtvOdia

କଟକ: ଓଡ଼ିଶା ପୋଲିସର ମୂଳ ମନ୍ତ୍ର ହେଉଛି ଉଛି “ସେବ ସବା ଓ ସୁରକ୍ଷା”। ଏହା କେବଳ ଏକ ଶବ୍ଦ ନୁହେଁ, ଏହା ଆମର ପରିଚୟ। ଆଗାମୀ ଦିନରେ ଓଡ଼ିଶାକୁ ଏକ ସୁରକ୍ଷିତ, ଶାନ୍ତିପୂର୍ଣ୍ଣ ଓ ନିଶାମୁକ୍ତ ରାଜ୍ୟରେ ପରି ପରିଣତ କରିବା ପାଇଁ ଓଡ଼ିଶା ପୋଲିସ ସଂକଳ୍ପବଦ୍ଧ ହୋଇ କାର୍ଯ୍ୟ କରୁଛି ବୋଲି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ କହିଛନ୍ତି। ଆଜି ପୂର୍ବାହ୍ନରେ କଟକର ବକ୍ସିବଜାରସ୍ଥିତ ରିଜର୍ଭ ପୋଲିସ ପଡିଆରେ ଆୟୋଜିତ ଓଡ଼ିଶା ପୋଲିସର ୯୧ତମ ପ୍ରତିଷ୍ଠା ଦିବସ ସରରେ ଡିଜିପି ଶ୍ରୀ ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ I ଏହାସହ ପୋଲିସ ସେବାରେ ଉଲ୍ଲେଖନୀୟ କୃତିତ୍ବ ପ୍ରଦର୍ଶନ କରିଥିବା ଅଧୁକାରୀ ଓ କର୍ମଚାରୀଙ୍କୁ ପୁରସ୍କୃତ କରିଥିଲେ । ଏହି ଅବସରରେ ସେ ପ୍ରଥମେ ସହିଦ ପୋଲିସ କର୍ମଚାରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସେମାନଙ୍କ ପରିବାରଙ୍କୁ ସମବେଦନା ଜଣାଇଥିଲେ?

Tagged:

Leave a Reply

Your email address will not be published. Required fields are marked *